ଆମେରିକାରେ ଜୋଗେଶ ଜୋଜୋଙ୍କ (Jogesh Jojo) ଜବରଦସ୍ତ ସମ୍ବଲପୁରୀ କମେଡି – ଦେଖନ୍ତୁ ଭିଡିଓ

ମନୋରଞ୍ଜନ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଅଛନ୍ତି ଓ ଏହି ଲୋକ ପ୍ରିୟ ଅଭିନେତା ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ସୋସିଆଲ ମିଡ଼ିଆ ରେ ଏହି ଅଭିନେତା ଓ ଅଭିନେତ୍ରୀ ମାନେ ବେଶ୍ ସକ୍ରିୟ ରହିବା ସହ ବେଳେ ବେଳେ ବେଶ ଚର୍ଚ୍ଚା ରେ ରହୁଛନ୍ତି ।


ତାହେଲେ ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର କିଛି ଲୋକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ଏବଂ ଗାୟକ ଗାୟିକା ମାନେ ବେଶ୍ ଚର୍ଚ୍ଚା ରେ ରହୁଛନ୍ତି । ତାହେଲେ ବନ୍ଧୁଗଣ ଆଜି ଆମେ ସେହି ବିଷୟ ରେ ଜାଣିବଆମରଏହି ପେଜ ମାଧ୍ୟମରେ । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତା ସବ୍ୟସଚି ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ

ତହେଲେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ।ପ୍ରିୟ ଅଭିନେତା ଯିଏ କି ଓଡ଼ିଶା ର ଘର୍ ଘରେ ପରିଚିତ । ଆପଣ ମାନେ ନିଶ୍ଚୟ ତାଙ୍କ ଜବରଦସ୍ତ ଅଭିନୟ ଦେଖିଥିବେ , ସେ ନିଜ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପ୍ରିୟ । ଆପଣ ମାନେ ଅଭିନେତ୍ରୀ ଅର୍ଚ୍ଚିତା ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ ଓଡିଆ ଇଣ୍ଡଷ୍ଟ୍ରି ର ଚୁଲବୁଲି ନାୟିକା ଭାବେ ବେଶ୍ ପରିଚିତ ,

ତାହେଲେ ବନ୍ଧୁଗଣ ଆପଣ ନିଶ୍ଚୟ ତାଙ୍କ ଜବରଦସ୍ତ ଅଭିନୟ ଦେଖିଥିବେ ବହୁ ସାରା ଚଳଚ୍ଚିତ୍ର ରେ । ବହୁତ୍ କମ୍ ବୟସ ରୁ ଅଭିନୟ ଦେଖାଇ ବେଶ୍ ଲୋକ ପରିଚିତ ହୋଇ ପାରିଛନ୍ତି । ଠିକ୍ ସେହିପରି ଅଭିନେତ୍ରୀ ଏଲିନା ସାମନ୍ତରାୟ ଙ୍କୁ ମଧ୍ୟ ଆପଣ ମାନେ ବେଶ୍ ଭଲ ଭାବ ରେ ଜାଣିଥିବେ । ଏହି ଅଭିନେତ୍ରୀ ଜନକ ମଧ୍ୟ ଜବରଦସ୍ତ ଅଭିନୟ ପାଇଁ ବେଶ୍ ଲୋକ ପରିଚିତ ।

ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଗାୟକ ସତ୍ୟଜିତ ଙ୍କୁ ଆପଣ ମାନେ ବେଶ୍ ଭଲ ଭାବରେ ଜାଣିଥିବେ , ତାହେଲେ ତାଙ୍କ ସୁମଧୁର କଣ୍ଠ ରୁ ଆପଣ ମାନେ ବହୁତ୍ ସାରା ଗୀତ ନିଶ୍ଚୟ ଶୁଣିଥିବ , ଗାୟିକା ଅସୀମା ପଣ୍ଡା ଙ୍କୁ ମଧ୍ୟ ବେଶ୍ ଭଲ ଭାବରେ ଜାଣିଥିବେ । ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଗାୟିକା ଭାବ ରେ ବେଶ ପରିଚିତ ।

ତାହେଲେ ବନ୍ଧୁଗଣ ଆପଣ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ହାସ୍ୟ ଅଭିନେତା ଯୋଗେଶ ଯୋଜୋ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ନିଜ କମେଡି ଜବରଦସ୍ତ ଅଭିନୟ ପାଇଁ ସେ ବେଶ୍ ଲୋକ ପରିଚିତ । ତାହେଲେ ବନ୍ଧୁଗଣ ଏହି ସମସ୍ତ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ଏଵଂ ଗାୟିକା ମାନେ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ଅଛନ୍ତି ।

ହଁ ବନ୍ଧୁ ଏହି ସମସ୍ତ କଳାକାର ମାନେ ଆମେରିକା ଯାଇଛନ୍ତି ଓ ସେଠାରେ ରହୁଥିବା ଓଡ଼ିଶା ଲୋକ ଙ୍କୁ ନେଇ ଏକ କାର୍ଯ୍ୟ ର ଆୟୋଜନ କରିଥିଲେ , ଏହି କଳାକାର ମାନେ ରହି ଓଡ଼ିଶା ଲୋକ ଙ୍କ ମନୋରଂଜନ କରାଇଛନ୍ତି । ବିଶେଷ କରି ଯୋଗେଶ ଯୋଜୋ ବେଶ୍ ମନୋରଂଜନ କରାଇଛନ୍ତି ତାଙ୍କ କମେଡି ଦେଖାଇ ।।

ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ ।

Leave a Reply

Your email address will not be published.