ଧୂମ ମଚେଇଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ(Varsha Priyadashini) ନୂଆ ଗୀତ “ଜୟ ମା ତାରା ତାରେଣୀ” – ଦେଖନ୍ତୁ ଭିଡିଓ

ବିଶେଷ

ଦର୍ଶକ ବନ୍ଧୁ ଆପଣ ମାନେ ଆମ ଓଡ଼ିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ମାନ ଙ୍କୁ ବେଶ୍ ଭଲ ଭାବରେ ଜାଣିଥିବେ । ତେବେ ଏହି ଅଭିନେତ୍ରୀ ମାନେ ବେଳେ ବେଳେ ସୋସିଆଲ ମିଡ଼ିଆ ରେ ବେଶ୍ ଚର୍ଚ୍ଚା ରେ ରୁହନ୍ତି । ତେବେ ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଙ୍କୁ ଆପଣ ମାନେ ବଡ ଭଲ ଭାବରେ ଜାଣିଥିବେ ।

ତେବେ ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ବେଶ୍ ଚର୍ଚ୍ଚା ରେ ଅଛନ୍ତି , ହଁ ବନ୍ଧୁ ଏହି ଚର୍ଚ୍ଚା ର ହେବ କାରଣ ଆଜି ଆମେ ଆମର ଏହି ପେଜ ମାଧ୍ୟମ ରେ ଜାଣିବା । ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ମଧ୍ୟ ରେ ଝଗଡ଼ା ହୋଇଯାଇଛି ।

ଏହି ଝଗଡ଼ା ଏତେ ମାତ୍ର ରେ ବଢ଼ି ଯାଉଛି ଯେ ଦୁହେଁ ଦୁହିଁଙ୍କୁ ଛାଡ଼ପତ୍ର ଦବା ପାଇଁ ଆଗେଇ ଆସିଛନ୍ତି । ଏବେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଛାଡ ପତ୍ର ମାମଲା କୋର୍ଟ ରେ ରହିଅଛି । ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଖା ପାଖି ୧୦ ଟି ଫିଲ୍ମ୍ ରେ ଅଭିନୟ କରିବା ପରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ମଧ୍ୟ ରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା ।

ଶେଷ ରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ । କିନ୍ତୁ ଏହି ବିବାହ ବହୁ ଦିନ ରହିନଥିଲା । ବିବାହ କିଛି ଦିନ ପରେ ଏହି ଦୁଇ ଯୋଡ଼ି କୌଣଷି ପାରିବାରିକ ବିବାଦ ଯୋଗୁ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଅଲଗା ହୋଇ ଯାଇଛନ୍ତି । ତେବେ ଅଲଗା ହୋଇଥିଲେ ମଧ୍ୟ ବର୍ଷା ବେଶ୍ ଖୁସି ରେ ଅଛନ୍ତି ଓ ସୁଟିଂ ସେଟ ରେ ବ୍ୟସ୍ତ ଅଛନ୍ତି ।

ତେବେ ବନ୍ଧୁଗଣ ବର୍ତ୍ତମାନ୍ ସମୟ ରେ ମା ତାରା ତାରିଣୀ ପୀଠ ର ରୂପାନ୍ତରଣ ହେବା ପରେ ବର୍ଷା ପ୍ରିୟଦର୍ଶିନୀ ପ୍ରଥମ ଆଲବମ ସୁଟିଂ କରୁ ଥିବାର ଦୃଶ୍ୟ ଦେଖିବାକୁ ମିଳିଛି ସୋସିଆଲ ମିଡ଼ିଆ ରେ ।।

Leave a Reply

Your email address will not be published.