ପ୍ରଥମ ଥର ପାଇଁ ହିରୋଇନ ଅର୍ଚ୍ଚିତା (Archita) ହ-ଟ ଲୁକରେ ନଜରର ଆସିଲେ – ଦେଖନ୍ତୁ ଭିଡିଓ

ମନୋରଞ୍ଜନ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ। ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ମାନେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ଓ ବେଳେ ବେଳେ ଚର୍ଚ୍ଚା ରେ ମଧ୍ୟ ରହୁଛନ୍ତି ।


ତେବେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ଅର୍ଚ୍ଚିତା ସାହୁ ଙ୍କ ଏକ ଭିଡିଓ ସୋସିଆଲ ମିଡ଼ିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି।ତେବେ ଆଜିଆମେ ଏହି ଭିଡିଓ ବିଷୟ ରେ ଜାଣିବା । ତେବେ ଆସନ୍ତୁ ଜାଣିବା

ତାହେଲେ ବନ୍ଧୁଗଣ ଆପଣ ମାନେ ଅର୍ଚ୍ଚିତା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ । ତେବେ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପ୍ରିୟ । ତାହେଲେ ବନ୍ଧୁଗଣ ଏହି ଅଭିନେତ୍ରୀ ବହୁ ସାରା ଚଳଚିତ୍ର ନିଜ ଜବରଦସ୍ତ ଅଭିନୟ ଦେଖାଇ ଚଳଚିତ୍ର କୁ ଲୋକ ପ୍ରିୟ କରାଇ ପାରିଛନ୍ତି ।

ତେବେ ଅର୍ଚ୍ଚିତା ସାହୁ ବହୁ କମ୍।ବୟସ ରୁ ଓଡ଼ିଆ ଇଣ୍ଡଷ୍ଟ୍ରି ରେ ନିଜ ଅଭିନୟ କରିଥିଲେ । ତେବେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଅର୍ଚ୍ଚିତା ଅଭିନେତା ସବ୍ୟ ଙ୍କ ସହିତ ବହୁ ସାରା ଚଳଚିତ୍ର ରେ ନଜର ଆସିଛନ୍ତି । ତେବେ ଏହି ଦୁଇ ଯୋଡି ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଯୋଡି । ତେବେ ଏହି ଯୋଡି ଗତ କିଛି ଦିନ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ ।

ତେବେ ବର୍ତ୍ତମାନ ସମୟ ରେ ଉଭୟ ବିବାହ ପରେ ବେସ ଖୁସି ରେ ଅଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଯୋଡି ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ଭାବେ ପରିଚିତ ହେବା ସହିତ ବାସ୍ତବିକ ଜୀବନ ରେ ସମାଜ ସେବି । ତେବେ ଉଭୟ ଙ୍କୁ ସାରା ଓଡ଼ିଶା ବାସୀ ମନେ ବହୁତ୍ ସାରା ଭଲ ପାଇବା ଦେଇଛନ୍ତି ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଅର୍ଚ୍ଚିତା ଙ୍କ ଏକ ଭିଡିଓ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି । ତେବେ ଏହି ଭିଡିଓ ରେ ଅର୍ଚ୍ଚିତା ଙ୍କ ବହୁତ୍ ସାରା ହଟ ଡ୍ୟାନ୍ସ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି ଓ ଯାହାକି ସୋସିଆଲ ମିଡ଼ିଆ ରେ ବହୁ ପରିମାଣ ରେ ଭାଇରଲ ହେବା ରେ ଲାଗିଛି ।।

ଯଦି ଆପଣ ଏମିତି ପ୍ରତି ଦିନର ନୂଆ ନୂଆ ଦେଶ ଦୁନିଆର ଖବର ସହିତ ମନୋରଞ୍ଜନ, ଧର୍ମ, ସ୍ୱାସ୍ଥ୍ୟ ଏମିତି ଆହୁରି ଅନେକ କିଛି ଖବର ଜାଣିବା ପାଇଁ ଚାହୁଁଛନ୍ତି ଆମ ପେଜକୁ ଲାଇକ ଓ ଫାଲୋ କରନ୍ତୁ ।

Leave a Reply

Your email address will not be published.