ଦର୍ଶକ ବନ୍ଧୁ ଆଜି ଆମେ ଏମିତି ଜଣେ ଲୋକପ୍ରିୟ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା ଯିଏ ନିଜ ଜବରଦସ୍ତ ଅଭିନୟ ପାଇଁ ଯେତିକି ଲୋକ ପ୍ରିୟ ହୋଇ ପରି ନାହାଁନ୍ତି ନିଜ ଆଙ୍କରିଙ୍ଗ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ହଁ ବନ୍ଧୁ ଏହି ଭଳି ଜଣେ ଅଭିନେତ୍ରୀ ହେଉଛନ୍ତି ଗୁନଗୁନ , ହଁ ବନ୍ଧୁ ଆପଣ ମାନେ ଏହି ଅଭିନେତ୍ରୀ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ସେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଆଗ ଧାଡି ର ଅଭିନେତ୍ରୀ ଭାବେ ବେସ ପରିଚିତ ।
ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ବହୁ ସାରା ଚଳଚିତ୍ର ଓ ଧାରାବାହିକ ଦେଖାଇ ବେସ ଲୋକ ପ୍ରିୟ ହୋଇପାରିଥିଲେ , ନିଜ ଅଭିନୟ ପାଇଁ ସେ ବେସ ଲୋକ ପ୍ରିୟ ହେବା ସହିତ ଘରେ ଘରେ ମଧ୍ୟ ପରିଚିତ , ଆପଣ ମାନେ ଜାଣିଥିବେ ଗୁନଗୁନ ଜଣେ ଭଲ ଅଭିନେତ୍ରୀ ହେବା ସହିତ ଭଲ ଆଙ୍କର ବି ମଧ୍ୟ ।
ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଜଣକ ବହୁ ରିଆଲିଟି ସୋ ରେ ନିଜ ଜବରଦସ୍ତ ଆଙ୍କରିଙ୍ଗ କରି ବେସ ଲୋକ ପ୍ରିୟ ହୋଇପାରିଛନ୍ତି , ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ଙ୍କ ବିବାହ ଗତ ଦୁଇ ଦିନ ତଳେ ସରିଯାଇଛି । ତେବେ ବର୍ତ୍ତମାନ ସମୟ ରେ ବିବାହ ର କିଛି ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ଗୁନଗୁନ ଙ୍କ ବରଣ ମାଳା ପକାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି ଓ ଏହି ଦୃଶ୍ୟ ଟି ଆପଣ ମାନେ ଆମର ଏହି ପେଜ ରେ ନିଶ୍ଚିନ୍ତ ଭାବ ରେ ଦେଖିବାକୁ ପାଉଥିବେ ॥
ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।