ଭିଡିଓ ଦେଖନ୍ତୁ – ସବ୍ୟସାଚୀ ଓ ଅର୍ଚ୍ଚିତା (Sabyasachi Archita) ହନିମୁନ କୁ ଯାଇଛନ୍ତି ଓ ସେଠାରେ କିପରି ଭାବେ ମଜା ମସ୍ତି କରୁଛନ୍ତି

ମନୋରଞ୍ଜନ

ବାହାଘର ପରେ ପ୍ରଥମ ଥର ପାଇଁ ଗଲେ ହନିମୁନ ସବ୍ୟସାଚୀ ଓ ଅର୍ଚ୍ଚିତା । ତାହେଲେ ଆସନ୍ତୁ ଜାଣିବା ଏହି ବିଷୟ ରେ ଆମର ଏହି ପେଜ ମାଧ୍ୟମରେ । ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ଗତ କିଛି ମାସ ତଳେ ରେ ଓଡ଼ିଆ ଫିଲ୍ମ୍ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତା ସବ୍ୟସାଚୀ ଓ ଅଭିନେତ୍ରୀ ଅର୍ଚ୍ଚିତା ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ସବ୍ୟସାଚୀ ଓ ଅର୍ଚ୍ଚିତା ରାଜସ୍ଥାନ ର ଏକ ବିଲାସ ପୂର୍ଣ୍ଣ ସ୍ଥାନ ରେ ରାଜକୀୟ ଢଙ୍ଗ ରେ ବିବାହ କରିଥିଲେ । ସବ୍ୟ ଓ ଅର୍ଚ୍ଚିତା ଙ୍କ ପରିବାର ଉପସ୍ଥିତି ଥିଲେ ଏବଂ ହିନ୍ଦୁ ରୀତି ନୀତି ଅନୁସାରେ ବିବାହ ଘର ଟି ସମ୍ପୂର୍ଣ ହୋଇଥିଲା ।

ବିବାହ ର କିଛି ଦିନ ପରେ ସେ ଓଡ଼ିଶା କୁ ଫେରିଥିଲେ ଓ ତାଙ୍କ ବିବାହ ଘର ର ରିଶେପେଶନ ଭୁବନେଶ୍ୱର ରେ ଆୟୋଜନ କରିଥିଲେ । ଏହି ବିବାହ ପାଟି ରେ ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦେଇଥିଲେ ।ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଞ୍ଚ ଗୋଟି ଓଡ଼ିଆ ଫିଲ୍ମ୍ ରେ ଅଭିନୟ କରି ସାରିଲେଣି ସବ୍ୟସାଚୀ ଏବଂ ଅର୍ଚ୍ଚିତା । ତାଙ୍କର ଏହି ଅଭିନୟ ଦେଖିବା ପାଇଁ ଦର୍ଶକ ମାନେ ବହୁତ୍ ପସନ୍ଦ କରିଥାଆନ୍ତି । ତାଙ୍କର ରିଶୀପେସନ୍ ଓଡ଼ିଆ ଫିଲ୍ମ୍ ର ଅନେକ ଅଭିନେତା ଓ ଅଭିନେତ୍ରୀ ଯୋଗ ଦବା ସହ ତାଙ୍କ ଫ୍ୟାନ ମାନେ ମଧ୍ୟ ଆସିଥିଲେ ।

ତାଙ୍କ ବିବାହ ରିଶିପେସନ ଏକ ନିଆରା ଢଙ୍ଗରେ କରିଥିଲେ । ବର୍ତ୍ତମାନ ସୋସିଆଲ ମିଡିଆ ରେ ଏକ ଖବର ଭାଇରାଲ ହବା ରେ ଲାଗିଛି ଯେ ବାହାଘର ପରେ ପ୍ରଥମ ଥର ପାଇଁ ହନିମୁନ କୁ ଯାଇଛନ୍ତି । ହଁ ଦର୍ଶକ ବନ୍ଧୁ ସବ୍ୟସାଚୀ ଓ ଅର୍ଚ୍ଚିତା ତାଙ୍କ ବାହାଘର ପରେ ପ୍ରଥମ ଥର ପାଇଁ ହନିମୁନ ଯାଇଛନ୍ତି । ସେ ତାଙ୍କ ହନିମୁନ ବୁଲିଯିବା ର ଫଟୋ ସେ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟ୍ ରେ ପୋଷ୍ଟ କରିଛନ୍ତି ଆଉ ଏହି ଫଟୋ ରେ ଦୁହେଁ ମଜା ମସ୍ତି କରିବା ସହିତ ବରଫ ରେ ଖେଳୁଥିବା ର ଦୃଶ୍ୟ ନଜର କୁ ଆସିଛି ।।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Please follow and like us:

Leave a Reply

Your email address will not be published. Required fields are marked *