ଦେଖନ୍ତୁ ସିନ୍ଦୁର ପିନ୍ଧିଲେ ଗୂନଗୂନ , ଅଭିନେତ୍ରୀ ଗୂନଗୂନଙ୍କ ବାହାଘର ର ଫୁଲ ଭିଡିଓ

ମନୋରଞ୍ଜନ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ବର୍ତ୍ତମାନ ସମୟ ରେ ବାହାଘର ସିଜିନ ଚାଲିଛି ତେବେ ସେଲିବ୍ରେଟି ମାନ ଙ୍କ ଠାରୁ ସାଧାରଣ ବ୍ୟକ୍ତି ବିବାହ ବନ୍ଧନ ରେ ବାନ୍ଧି ହେଉଛନ୍ତି । ତେବେ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଚଳିତ ବର୍ଷ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଅତି ନିକଟ ରେ ବିବାହ ବନ୍ଧନ ରେ ବାନ୍ଧି ହୋଇଛନ୍ତି ଅଭିନେତ୍ରୀ ଗୁନଗୁନ ।

ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତ୍ରୀ ଗୁନଗୁନ ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ସେ ଜେନ ଭଲ ଅଭିନେତ୍ରୀ ହେବା ସହିତ ଭଲ ଆଙ୍କର ବି ମଧ୍ୟ , ହଁ ବନ୍ଧୁ ଆପଣ ମାନେ ଏହି ଅଭିନେତ୍ରୀ ଙ୍କୁ ବହୁ ସାରା ଚଳଚିତ୍ର ଓ ଧାରାବାହିକ ରେ ଜବରଦସ୍ତ ଅଭିନୟ କରିବା ପରେ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତେବେ ଏହି ଅଭିନେତ୍ରୀ ଜଣକ ବହୁ ରିଆଲିଟି ସୋ ରେ ମଧ୍ୟ ଜବରଦସ୍ତ ଆଙ୍କରିଙ୍ଗ କରି ଓଡିଶା ର ଘରେ ଘରେ ପରିଚିତ ହୋଇପାରିଛନ୍ତି ।


ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଅଭିନେତ୍ରୀ ଗୁନଗୁନ ଙ୍କ ଅତି ନିକଟ ରେ ବିବାହ ସରିଯାଇଛି ଓ ବର୍ତ୍ତମାନ ସମୟ ରେ ବିବାହ ର ଫଟୋ ଓ ଭିଡିଓ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି , ହଁ ବନ୍ଧୁ ବର୍ତ୍ତମାନ ସମୟ ରେ ଏକ ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି ଓ ଏହି ଭିଡିଓ ରେ ଗୁନଗୁନ ଙ୍କୁ ତାଙ୍କ ସ୍ଵାମୀ ସିନ୍ଦୁର ପିନ୍ଧାଉଥିବା ର ଦୃଶ୍ୟ ଦେଖିବାକୁ ମିଳିଛି ଓ ଆପଣ ମାନେ ମଧ୍ୟ ଆମର ଏହି ପେଜ ରେ ନିଶ୍ଚିନ୍ତ ଭାବ ରେ ଦେଖି ପାରୁଥିବେ ॥

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Reply

Your email address will not be published. Required fields are marked *