ଓଡିଶାର ଲୋକପ୍ରିୟ ଅଭିନେତ୍ରୀ ଉଷାଶୀ ମିଶ୍ର (Usasi Mishra) ପେଗ ବଢେଇ ଦେ ଗୀତରେ ଜବରଦସ୍ତ ଡ୍ୟାନ୍ସ କରିଲେ – ଦେଖନ୍ତୁ ଭିଡିଓ

ମନୋରଞ୍ଜନ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ମାନେ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ଅଭିନୟ ପାଇଁ ବେସ ଲୋକ ପ୍ରିୟ ହୋଇପାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତ୍ରୀ ମାନେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହିଥାନ୍ତି ନିଜ ପ୍ରଶଂସକ ମାନ ଙ୍କ ପାଇଁ , ତେବେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଏହି ଅଭିନେତ୍ରୀ ମାନେ ବେଳେ ସୋସିଆଲ ମିଡିଆ ରେ ବେସ ଚର୍ଚ୍ଚା ରେ ଥାନ୍ତି ,

ଏହି ଅଭିନେତ୍ରୀ ମାନେ ନିଜ ବ୍ୟକ୍ତିଗତ ଜୀବନ ର ଦୃଶ୍ୟ କୁ ନେଇ ହେଉ ବା ଶୁଟିଙ୍ଗ ସେଟ ର ଦୃଶ୍ୟ କୁ ନେଇ ହେଉ ସୋସିଆଲ ମିଡିଆ ରେ ବେସ ଚର୍ଚ୍ଚା ରେ ରହୁଛନ୍ତି । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସ ସମୟ ରେ ସେହି ଭଳି ଜେନ ଅଭିନେତ୍ରୀ ଭାବେ ବେସ ଚର୍ଚ୍ଚା ରେ ଅଛନ୍ତି ଓ ଆଜି ଆମେ ଏହି ବିଷୟ ରେ ଜାଣିବା ।

ତାହେଲେ ବନ୍ଧୁଗଣ ଆପଣ ମାନେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ଉଷାଶୀ ମିଶ୍ର ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ ।
ତେବେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଏହି ଅଭିନେତ୍ରୀ ଜଣକ ନିଜ ଜବରଦସ୍ତ ଅଭିନୟ ପାଇଁ ଓଡିଆ ଇଣ୍ଡଷ୍ଟ୍ରି ରେ ଏକ ସ୍ଵତନ୍ତ୍ର ପରିଚୟ ପାଇବା ସହିତ ଓଡିଶା ର ଘର ଘରେ ପରିଚିତ ।

ତାହେଲେ ବନ୍ଧୁଗଣ ଆପଣ ମାନେ ଉଷସୀ ମିଶ୍ର ଙ୍କୁ ବହୁ ସାରା ଚଳଚିତ୍ର ଓ ଧାରାବାହିକ ରେ ତାଙ୍କ ଜବରଦସ୍ତ ଅଭିନୟ ନିଶ୍ଚୟ ଦେଖିଥିବେ , ତେବେ ଏହି ଅଭିନେତ୍ରୀ ଦୀର୍ଘ ବର୍ଷ ହେବ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ କାମ କରି ଆସୁଛନ୍ତି । ତାହେଲେ ବନ୍ଧୁଗଣ ଉଷାଶୀ ମିଶ୍ର ବର୍ତ୍ତମାନ ସମୟ ରେ ମଧ୍ୟ ନିଜ ଅଭିନୟ ଜାରି ରଖିଛନ୍ତି ଏକ ଧାରାବାହିକ ରେ ଓ ଏହି ଧାରାବାହିକ ର ନାମ ହେଉଛି ସୁନା ଫରୁଆ ।

ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ଏହି ଅଭିନେତ୍ରୀ ଜଣକ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହିଥାନ୍ତି ଓ ବେଳେ ବେଳେ ବହୁ ସର୍ଟ ଭିଡିଓ କରି ନିଜ ସୋସିଆଲ ମିଡିଆ ଆକାଉଣ୍ଟ ରେ ପଲୋଡ କରିଥାନ୍ତି । ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଉଷାଶୀ ମିଶ୍ର ନିଜ ସର୍ଟ ଭିଡିଓ ପାଇଁ ସୋସିଆଲ ମିଡିଆ ରେ ବେସ ଚର୍ଚ୍ଚା ରେ ଅଛନ୍ତି । ତେବେ ଏହି ଭିଡିଓ ଟି ରେ ଉଷାଶୀ ମିଶ୍ର ନିଶା ନିଶା ରାତି ଗୀତ ମଦୁଆ ଙ୍କ ଭଳି ଜବରଦସ୍ତ ନାଚ କରୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି ॥

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Reply

Your email address will not be published.