ଲୋକପ୍ରିୟ ଧାରାବାହିକ ମାନିନୀ ର ନାୟିକା ଉପାସନା (Upasana Mohanty) ସିରିଏଲ ଛାଡିବା ପରେ ଏବେ କେମିତି ଅଛନ୍ତି – ଦେଖନ୍ତୁ ଭିଡିଓ

ମନୋରଞ୍ଜନ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତ୍ରୀ ଅଛନ୍ତି ଓ ଏହି ଅଭିନେତ୍ରୀ ମାନେ ନିଜ ଜବରଦସ୍ତ ଅଭିନୟ ପାଇଁ ଆଜି ବେସ ଲୋକ ପରିଚିତ । ତାହେଲେ ବନ୍ଧୁଗଣ ଆଜି ଆମେ ଏହି ପେଜ ମାଧ୍ୟମ ରେ ଏମିତି ଜଣେ ଅଭିନେତ୍ରୀ ଙ୍କ ବିଷୟ ରେ ଜାଣିବା ଯିଏ ଅଭିନୟ ଛାଡିବା ପରେ ବର୍ତ୍ତମାନ ସମୟ ରେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ।

ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତ୍ରୀ ଉପାସନା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ଅଭିନେତ୍ରୀ ଜଣକ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଲୋକ ପ୍ରିୟ ଅଭିନେତ୍ରୀ ଭାବେ ବେସ ପରିଚିତ । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତ୍ରୀ ଉପାସନା ଙ୍କୁ ବହୁ ସାରା ଧାରାବାହିକ ରେ ନିଶ୍ଚୟ ଦେଖିଥିବେ ଜବରଦସ୍ତ ଅଭିନୟ କରିଥିବା ର ।

ତେବେ ଉପାସନା ଆଜି ନିଜ ଜବରଦସ୍ତ ଅଭିନୟ ପାଇଁ ବେସ ଲୋକ ପରିଚିତ ହେବ ସହ ଓଡିଆ ଇଣ୍ଡଷ୍ଟ୍ରି ରେ ଏକ ସ୍ଵତନ୍ତ୍ର ପରିଚୟ ପାଇ ପାରିଛନ୍ତି । ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଯେ ବର୍ତ୍ତମାନ ସମୟ ରେ ଏହି ଅଭିନେତ୍ରୀ ଙ୍କ ଆଉ ଅଭିନୟ ଦେଖିବା କୁ ମିଳୁ ନହିଁ , ତେବେ ତାଙ୍କ ଅଭିନୟ ଆଉ ଦେଖିବାକୁ ନ ମିଳି ଥିଲେ ମଧ୍ୟ ସେ ନିଜ ଜବରଦସ୍ତ ଅଭିନୟ ପାଇଁ ଦର୍ଶକ ମାନ ଙ୍କ ମନ ରେ ସେହି ଭଳି ଭାବେ ରହିଛନ୍ତି ଓ ଦର୍ଶକ ମାନେ ଏହି ଅଭିନେତ୍ରୀ ଙ୍କୁ ବେସ ପସନ୍ଦ କରିଥାନ୍ତି ।

ତାହେଲେ ବନ୍ଧୁଗଣ ବର୍ତ୍ତମାନ ସମୟ ରେ ଅଭିନେତ୍ରୀ ଉପାସନା ଅଭିନୟ ଛାଡିବା ପରେ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ନିଜ ପ୍ରଶଂସକ ପାଇଁ । ତେବେ ଉପାସନା ନିଜ ସ୍ଵାମୀ ଓ ତାଙ୍କ ପୁଅ ସହ ସୋସିଆଲ ମିଡିଆ ରେ ବେସ ଆକ୍ଟିଭ ରହୁଛନ୍ତି ॥

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Reply

Your email address will not be published.