ବିବାହ ପରେ ପ୍ରଥମ ଥର ନିଜର ରୋ-ମା-ଣ୍ଟି-କ ଭିଡିଓ ଅପଲୋଡ କରିଲେ ସବ୍ୟ ଓ ଅର୍ଚ୍ଚିତା (Sabya Archita) – ଦେଖନ୍ତୁ ଭିଡିଓ

ମନୋରଞ୍ଜନ

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଆମ ଓଡିଆ ଇଣ୍ଡଷ୍ଟ୍ରି ରେ ଅନେକ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ମାନେ ଅଛନ୍ତି । ତେବେ ଏହି ଅଭିନେତା ଓ ଅଭିନେତ୍ରୀ ମାନ ଙ୍କୁ ଆପଣ ମାନେ ବେସ ଭଲ ଭଲ ଭାବ ରେ ଜାଣିଥିବେ । ତେବେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ଏହି ଅଭିନେତା ଓ ଅଭିନେତ୍ରୀ ମାନ ଙ୍କ ମଧ୍ୟ ରୁ ବହୁ କମ ଅଭିନେତା ଓ ଅଭିନେତ୍ରୀ ଅଛନ୍ତି ଯେଉଁ ମାନେ କି ଶୁଟିଙ୍ଗ ସେଟ ରୁ ଭଲ ପାଇ ବିବାହ ବନ୍ଧନ ରେ ବାନ୍ଧି ହୋଇ ବେସ ଖୁସି ରେ ଅଛନ୍ତି ।

ତାହେଲେ ବନ୍ଧୁଗଣ ଠିକ ସେହିଭଳି ଜଣେ ଅଭିନେତା ହେଉଛନ୍ତି ସବ୍ୟଶଚି ଓ ଅଭିନେତ୍ରୀ ଅର୍ଚ୍ଚିତା । ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତା ସବ୍ୟଶଚି ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଆଗ ଧାଡି ର ଅଭିନେତା । ତାହେଲେ ବନ୍ଧୁଗଣ ଆପଣ ମାନେ ସବ୍ୟସାଚୀ ଙ୍କୁ ବହୁ ସାରା ଚଳଚିତ୍ର ରେ ଦେଖିଥିବେ ମୁଖ୍ୟ ଅଭିନେତା ଚରିତ୍ର ରେ ଅଭିନୟ କରି ଥିବାର , ତେବେ ସବ୍ୟଶଚି ହେଉଛନ୍ତି ଜଣେ ରିଅଲ ହିରୋ ଯାହାକି ଆପଣ ମାନେ ବେସ ଭଲ ଭାବ ରେ ଜାଣିଥିବେ ।


ତାହେଲେ ବନ୍ଧୁଗଣ ଆପଣ ମାନେ ଅଭିନେତା ସବ୍ୟଶଚି ଙ୍କ ପତ୍ନୀ ଅର୍ଚ୍ଚିତା ଙ୍କୁ ବେସ ଭଲ ଭାବ ରେ ଜାଣିଥିବେ , ତେବେ ବନ୍ଧୁଗଣ ଆମ ଓଡିଆ ଇଣ୍ଡଷ୍ଟ୍ରି ର ଆଗ ଧାଡି ଅଭିନେତ୍ରୀ , ତାହେଲେ ବନ୍ଧୁଗଣ ଆପଣ ମାନେ ତାଙ୍କ ଜବରଦସ୍ତ ଅଭିନୟ ନିଶ୍ଚୟ ଦେଖିଥିବେ ବହୁ ସାରା ଚଳଚିତ୍ର ରେ , ତେବେ ନିଜ ଜବରଦସ୍ତ ଅଭିନୟ ପାଇଁ ଆଜି ଅର୍ଚ୍ଚିତା ବେସ ଲୋକ ପରିଚିତ


ତାହେଲେ ବନ୍ଧୁଗଣ ଆପଣ ମାନେ ଜାଣିଥିବେ ସବ୍ୟଶଚି ଓ ଅର୍ଚ୍ଚିତା ବିବାହ ବନ୍ଧନ ରେ ବାନ୍ଧି ହେବା ପରେ ବେସ ଖୁସି ରେ ଅଛନ୍ତି , ତେବେ ଉଭୟ ରିଲ ଲାଇଫ ରେ ଲୋକ ପ୍ରିୟ ଅଭିନେତା ଓ ଅଭିନେତ୍ରୀ ହେବା ସହ ରିଅଲ ରେ ଉଭୟ ରେ ସମାଜ ସେବି , ତେବେ ବନ୍ଧୁଗଣ ଆପଣ ଏହି ଯୋଡି ସୋସିଆଲ ମିଡିଆ ରେ ପ୍ରାୟତ ଏକାଠି ହୋଇ ନଜର ଆସୁଛନ୍ତି ଓ ବର୍ତ୍ତମାନ ସମୟ ରେ ଉଭୟ ଙ୍କ ର ଏକ ଦୃଶ୍ୟ ସୋସିଆଲ ମିଡିଆ ରେ ବହୁ ପରିମାଣ ରେ ଭାଇରାଲ ହେବା ରେ ଲାଗିଛି

ତେବେ ବନ୍ଧୁଗଣ ଏହି ଦୃଶ୍ୟ ରେ ସବ୍ୟଶଚି ଓ ଅର୍ଚ୍ଚିତା ବହୁତ ସାରା ମଜା ମସ୍ତି କରୁ ଥିବାର ଦେଖିବାକୁ ମିଳିଛି ଓ ଯାହାକୁ ଉଭୟ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ରେ ଏହି ଭିଡିଓ ଟି କୁ ଅପଲୋଡ କରିଛନ୍ତି । ତେବେ ଏହି ଭିଡିଓ ଟି ବର୍ତ୍ତମାନ ସମୟ ରେ ସୋସିଆଲ ମିଡିଆ ରେ ବେସ ଚର୍ଚ୍ଚା ରେ ଅଛି ॥

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Leave a Reply

Your email address will not be published.