ପରଲୋକରେ ଓଡିଶାର ହାସ୍ୟ ଜଗତର ବରିଷ୍ଠ ଅଭିନେତା ରବି ମିଶ୍ର, ଅନେକ ଫିଲ୍ମରେ କରିଥିଲେ ଅଭିନୟ, ‘ଗୋପାଳ ରହସ୍ୟ’ ସିରିୟଲରେ ପାଇଥିଲେ ଲୋକପ୍ରିୟତା
ଓଡିଆ ସିନେ ଜଗତ ପାଇଁ ଆଉ ଏକ ଦୁଃଖ ଖବର। ପ୍ରଖ୍ୟାତ ଅଭିନେତା ରବି ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ବୁଧବାର ଦିନ ରବି ମିଶ୍ରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ରବି ମିଶ୍ରଙ୍କୁ ୬୪ବର୍ଷ ହୋଇଥିଲା । ବିଶିଷ୍ଟ ଓଡ଼ିଆ ଅଭିନେତା ରବି ମିଶ୍ରଙ୍କ ହୃଦଘାତରେ ପରଲୋକ ହୋଇଛି । ଯାହାପରେ ତାଙ୍କୁ ମେଡିକାଲରେ ଭର୍ତ୍ତି […]
Continue Reading