ସୁର କଲେ ବଡ ଘୋଷଣା !!! ବର୍ଷା ହେବେ କଂଗ୍ରେସ ର ଏବେ ….

ଖବର ମନୋରଞ୍ଜନ

ଜଟଣୀ ବିଧାୟକ ଶ୍ରୀ ସୁର ରାଉତ ରାୟ ବର୍ଷା ପ୍ରିୟଦର୍ଶିନୀ ଙ୍କ ବିଷୟ ରେ କହିଲେ ଏକ ବଡ଼ କଥା । ହଁ ବନ୍ଧୁ ଆଜି ଆମେ ଜାଣିବା ବର୍ଷା ପ୍ରିୟଦର୍ଶିନୀ କିପରି ସାମାଜିକ କାମ କରୁଛନ୍ତି ବୁଲି ବୁଲି ଓ ସେ କେଉଁ କାର୍ଯ୍ୟ କରୁଛନ୍ତି ଆସନ୍ତୁ ଜାଣିବା। ଉଲିଉଡ୍ ଇଣ୍ଡଷ୍ଟ୍ରି ର ଚୂଳ ବୁଲି ନାୟିକା ବର୍ଷା ପ୍ରିୟଦର୍ଶିନୀ । ହଁ ବନ୍ଧୁ ଆପଣ ମାନେ ନିଶ୍ଚୟ ତାଙ୍କ ଅଭିନୟ ଦେଖିଥିବେ ଅନେକ ଫିଲ୍ମ୍ ରେ । ସେ ଉଲିଉଡ୍ ର ସୁପର ଷ୍ଟାର୍ ଅନୁଭବ ମହାନ୍ତି ଙ୍କୁ ବିବାହ କରିଥିଲେ କିନ୍ତୁ ଏହି ସମ୍ପର୍କ ବେଶୀ ଦିନ ଯାଏ ରହିଲାନି ସେମାନେ ପରସ୍ପର ଠାରୁ ଅଲଗା ହୋଇଗଲେ ।

ଦର୍ଶକ ବନ୍ଧୁ ଆପଣ ମାନେ ଜାଣିଥିବେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ମଧ୍ୟ ରେ ଝଗଡ଼ା ହୋଇଯାଇଛି । ଏହି ଝଗଡ଼ା ଏତେ ମାତ୍ର ରେ ବଢ଼ି ଯାଉଛି ଯେ ଦୁହେଁ ଦୁହିଁଙ୍କୁ ଛାଡ଼ପତ୍ର ଦବା ପାଇଁ ଆଗେଇ ଆସିଛନ୍ତି । ଏବେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଛାଡ ପତ୍ର ମାମଲା କୋର୍ଟ ରେ ରହିଅଛି । ହଁ ବନ୍ଧୁ ଆପଣ ମାନେ ଜାଣିଥିବେ ପାଖା ପାଖି ୧୦ ଟି ଫିଲ୍ମ୍ ରେ ଅଭିନୟ କରିବା ପରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ମଧ୍ୟ ରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ଶେଷ ରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ବିବାହ ବନ୍ଧନ ରେ ବାନ୍ଧି ହୋଇଥିଲେ । କିନ୍ତୁ ଏହି ବିବାହ ବହୁ ଦିନ ରହିନଥିଲା ।

ଗତ ଦୁଇ ମାସ ତଳେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ମଧ୍ୟ ରେ ଝଗଡ଼ା ହୋଇଯାଇଥିଲା । ଏହି ଝଗଡ଼ା ଏତେ ପରିମାଣ ରେ ବଢ଼ି ଯାଇଥିଲା ଯେ ଅନୁଭବ ମହାନ୍ତି ବର୍ଷା ପ୍ରିୟଦର୍ଶିନୀ ଙ୍କ ଛାଡ଼ପତ୍ର ଦେବାପାଇଁ କୋର୍ଟ ର ଦ୍ବାରସ୍ଥ ହୋଇଥିଲେ ଏବେ କୋର୍ଟ ରେ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀ ଙ୍କ ର ଛାଡ଼ପତ୍ର ମାମଲା ଶୁଣାଣି ଚାଲିଛି। କେଶ ପରେ ଉଲିଉଡ୍ ର କ୍ୱୀନ ବର୍ଷା ପ୍ରିୟଦର୍ଶିନୀ ବର୍ତ୍ତମାନ ସୋସିଆଲ କାମ କାମ କରୁଛନ୍ତି । ଯଥା ସମ୍ଭବ ସେ ଲୋକ ମାନ ଙ୍କୁ ସାହାର୍ଯ୍ୟ କରୁଛନ୍ତି ଓ ସେ ତାଙ୍କ ଚେଷ୍ଠା ଜାରି ରଖିଛନ୍ତି ।

ଏହି ପରି ବଡ଼ କାମ ଦେଖି ଜଟଣୀ ବିଧାୟକ ଶ୍ରୀ ସୁର ରାଉତ ରାୟ ବର୍ଷା ଙ୍କୁ ପ୍ରଶଂସା କରିଛନ୍ତି ଓ ଏହି ଭଳି କାମ ଆଗକୁ ଜାରି ରଖିବେ । ଲୋକ ମାନ ଙ୍କୁ ମଧ୍ୟ କହିଛନ୍ତି ବର୍ଷା ଙ୍କୁ ସମର୍ଥନ କରିବା ପାଇଁ । ବର୍ଷା ଜଟଣୀ ବିଧାୟକ ସୁର ରାଉତ ରାୟ ଙ୍କୁ ଧନ୍ୟବାଦ ଜଣାଇବା ସହିତ ଆଗକୁ ଏହି କାର୍ଯ୍ୟ ଜାରି ରଖିବେ ବୋଲି କହିଛନ୍ତି ।

ଯଦି ଆମ ଲେଖାଟି ଆପଣଙ୍କୁ ଭଲ ଲାଗିଲା ତେବେ ତଳେ ଥିବା ଆମ ପେଜକୁ ଲାଇକ କରନ୍ତୁ ଏବଂ ଏହି ପୋଷ୍ଟଟିକୁ ନିଜ ସାଙ୍ଗମାନଙ୍କ ସହ ସେୟାର ମଧ୍ୟ କରିପାରିବେ । ଆମେ ଆଗକୁ ମଧ୍ୟ ଏପରି ଅନେକ ଲେଖା ଆପଣଙ୍କ ପାଇଁ ଆଣିବୁ ଧନ୍ୟବାଦ ।

Please follow and like us:

Leave a Reply

Your email address will not be published. Required fields are marked *